Zechariah 14:21 — Compare Translations
5 translations compared side by side
Odia - 1840
"ସମସ୍ତ ଜଳପାତ୍ର ୟିରୁଶାଲମ ଓ ଯିହୁଦା ରେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ପାଇଁ ପବିତ୍ର ହବେ। ନବୈେଦ୍ଯ ବଳିଦାନ ପ୍ରଦାନ କରୁଥିବା ସମସ୍ତ ଲୋକ ଆସିବେ ଏବଂ ସମାନଙ୍କେଠାରୁ ଜଳପାତ୍ର ନବେେ ଏବଂ ବଳିଦାନର ମାଂସ ରନ୍ଧନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଯିରୂଶାଲମର ଓ ଯିହୁଦାର ହାଣ୍ତିସବୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ଆଉ, ଯଜ୍ଞକାରୀ ସମସ୍ତେ ଆସି ସେହି ହାଣ୍ତି ମଧ୍ୟରୁ ନେଇ ତହିଁରେ ପାକ କରିବେ; ପୁଣି, ସେ ଦିନ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହରେ କିଣାନୀୟ କୌଣସି ଲୋକ ଆଉ ନ ଥିବ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଜଳପାତ୍ର ଯିରୁଶାଲମ ଓ ଯିହୁଦାରେ ‘ସର୍ବଶକ୍ତିମାନ ସଦାପ୍ରଭୁଙ୍କ ପାଇଁ ପବିତ୍ର ହେବ।’ ନୈବେଦ୍ୟ ବଳିଦାନ ପ୍ରଦାନ କରୁଥିବା ସମସ୍ତ ଲୋକ ଆସିବେ ଏବଂ ସେମାନଙ୍କଠାରୁ ଜଳପାତ୍ର ନେବେ ଏବଂ ବଳିଦାନର ମାଂସ ରନ୍ଧନ କରିବେ। ସେହି ଦିନ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିରରେ ଆଉ ବ୍ୟବସାୟୀ ନ ଥିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଯିରୂଶାଲମର ଓ ଯିହୁଦାର ହାଣ୍ଡିସବୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ଆଉ, ଯଜ୍ଞକାରୀ ସମସ୍ତେ ଆସି ସେହି ହାଣ୍ଡି ମଧ୍ୟରୁ ନେଇ ରୋଷେଇ କରିବେ ଓ ତହିଁରେ ପାକ କରିବେ; ପୁଣି, ସେହି ଦିନ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହରେ କିଣାନୀୟ କୌଣସି ଲୋକ ଆଉ ନ ଥିବ।
Odia IRV 2017 (ଓଡିଆ ବାଇବେଲ)