Zechariah 14:3 — Compare Translations
5 translations compared side by side
Odia - 1840
"ସେତବେେଳେ ସଦାପ୍ରଭୁ ବାହାରି ସେ ଦେଶମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ, ସେ ଏପରି କରିବେ ଯେପରି ସେ ସଂଗ୍ରାମ ସମୟରେ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେପରି ସେହିସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସଦାପ୍ରଭୁ ବାହାରି ସେ ଦେଶମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ, ସେ ଏପରି କରିବେ ଯେପରି ସେ ସଂଗ୍ରାମ ସମୟରେ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହି ସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହିସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ।