Zechariah 14:4 — Compare Translations
5 translations compared side by side
Odia - 1840
"ସେତବେେଳେ ସଦାପ୍ରଭୁଙ୍କର ଦୁଇ ପଦ ୟିରୁଶାଲମର ପୂର୍ବ ଦିଗ ରେ ଥିବା ଅଲିଭ ପର୍ବତ ଉପ ରେ ଠିଆ ହବେ। ସହେି ଅଲିଭ୍ ପର୍ବତ ବିଦୀର୍ଣ୍ଣ ହବେ ଓ ଏହାର ଗୋଟିଏ ଅଂଶ ଉତ୍ତର ଦିଗକୁ ଓ ଅନ୍ୟ ଅଂଶଟି ଦକ୍ଷିଣ ଦିଗକୁ ଗତି କରିବ। ଗୋଟିଏ ଗଭୀର ଉପତ୍ୟକା ପୂର୍ବ ପଶ୍ଚିମ ହାଇେ ବିସ୍ତୃତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟ ଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସଦାପ୍ରଭୁଙ୍କର ଦୁଇ ପଦ ଯିରୁଶାଲମର ପୂର୍ବ ଦିଗରେ ଥିବା ଅଲିଭ ପର୍ବତ ଉପରେ ଠିଆ ହେବ। ସେହି ଅଲିଭ୍ ପର୍ବତ ବିଦୀର୍ଣ୍ଣ ହେବ ଓ ଏହାର ଗୋଟିଏ ଅଂଶ ଉତ୍ତର ଦିଗକୁ ଓ ଅନ୍ୟ ଅଂଶଟି ଦକ୍ଷିଣ ଦିଗକୁ ଗତି କରିବ। ଗୋଟିଏ ଗଭୀର ଉପତ୍ୟକା ପୂର୍ବ ପଶ୍ଚିମ ହୋଇ ବିସ୍ତୃତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟ ଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ୍ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ।