Zechariah 14:6 — Compare Translations
5 translations compared side by side
Odia - 1840
"ସହେିଦିନ ଆଲୋକ ରହିବ ନାହିଁ, ଶୀତଳତା କି ତୁଷାର ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେଦିନ ଏପରି ଘଟିବ ଯେ, ଦୀପ୍ତି ଉଜ୍ଜ୍ଵଳ ଓ ଅନ୍ଧକାର ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ଆଲୋକ ରହିବ ନାହିଁ, ଶୀତଳତା କି ତୁଷାର ହେବ ନାହିଁ। ଗୋଟିଏ ବିଶେଷଦିନ କେବଳ ସଦାପ୍ରଭୁଙ୍କୁ ଜଣା କୌଣସି ଦିନ ବା ରାତ୍ରି ହେବ ନାହିଁ। ସନ୍ଧ୍ୟା ସମୟରେ ଆଲୋକ ଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନ ଏପରି ଘଟିବ ଯେ, ଦୀପ୍ତି, ଥଣ୍ଡା, ବା ବରଫ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦିନ ଏପରି ଘଟିବ ଯେ, ଦୀପ୍ତି, ଥଣ୍ଡା, ବା ବରଫ ହେବ ନାହିଁ।