Zechariah 14:7 — Compare Translations

4 translations compared side by side

Odia - 1840
"ଗୋଟିଏ ବିଶଷଦେିନ କବଳେ ସଦାପ୍ରଭୁଙ୍କୁ ଜଣା କୌଣସି ଦିନ ବା ରାତ୍ରି ହବେ ନାହିଁ। ସନ୍ଧ୍ଯା ସମୟରେ ଆଲୋକ ଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତାହା ଗୋଟିଏ ଦିନ ହେବ, ତହିଁର ତତ୍ତ୍ଵ ସଦାପ୍ରଭୁଙ୍କୁ ଜଣା; ତାହା ଦିନ ନୁହେଁ ଓ ରାତ୍ରି ନୁହେଁ; ମାତ୍ର ସନ୍ଧ୍ୟାକାଳରେ ଦୀପ୍ତି ହେବ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତାହା ଗୋଟିଏ ଦିନ ହେବ, ତହିଁର ତତ୍ତ୍ୱ ସଦାପ୍ରଭୁଙ୍କୁ ଜଣା; ତାହା ଦିନ ନୁହେଁ କି ରାତ୍ରି ନୁହେଁ; ମାତ୍ର ସନ୍ଧ୍ୟାକାଳରେ ଦୀପ୍ତି ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତାହା ଗୋଟିଏ ଦିନ ହେବ, ତହିଁର ତତ୍ତ୍ୱ ସଦାପ୍ରଭୁଙ୍କୁ ଜଣା; ତାହା ଦିନ ନୁହେଁ କି ରାତ୍ରି ନୁହେଁ; ମାତ୍ର ସନ୍ଧ୍ୟାକାଳରେ ଦୀପ୍ତି ହେବ।