Zechariah 14:8 — Compare Translations
5 translations compared side by side
Odia - 1840
"ସଦେିନ, ୟିରୁଶାଲମରୁ ସ୍ବଚ୍ଛ ଜଳ ପ୍ରବାହିତ ହବେ। ସେ ଅଧା ପ୍ରବାହିତ ହବେ ସମୁଦ୍ର ଆଡକୁ ପୂର୍ବ ଦିଗକୁ ଓ ଅନ୍ୟ ଅଧା ପଶ୍ଚିମ ଦିଗ ସମୁଦ୍ର ଆଡକୁ। ଏହା ଉଭୟ ଗ୍ରୀଷ୍ମକାଳ ଓ ଶୀତକାଳ ରେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ, ଯିରୁଶାଲମରୁ ସ୍ୱଚ୍ଛ ଜଳ ପ୍ରବାହିତ ହେବ। ସେ ଅଧା ପ୍ରବାହିତ ହେବ ସମୁଦ୍ର ଆଡ଼କୁ ପୂର୍ବ ଦିଗକୁ ଓ ଅନ୍ୟ ଅଧା ପଶ୍ଚିମ ଦିଗ ସମୁଦ୍ର ଆଡ଼କୁ। ଏହା ଉଭୟ ଗ୍ରୀଷ୍ମକାଳ ଓ ଶୀତକାଳରେ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ।