Zechariah 2:1 — Compare Translations

5 translations compared side by side

Odia - 1840
"ତା'ପ ରେ ଉପରକୁ ଗ୍ଭହିଁଲି, ଏବଂ ହସ୍ତ ରେ ପରିମାପକ ରଜ୍ଜୁ ଧରିବାକୁ ଏକ ବ୍ଯକ୍ତିଙ୍କୁ ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷ ।
Odia Bible ERV 2004 (ପବିତ୍ର ବାଇବଲ)
ପରିମିତ ଯିରୁଶାଲମ ତା’ପରେ ଉପରକୁ ଗ୍ଭହିଁଲି, ଏବଂ ହସ୍ତରେ ପରିମାପକ ରଜ୍ଜୁ ଧରିଥିବା ଏକ ବ୍ୟକ୍ତିଙ୍କୁ ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି।