Zechariah 2:10 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କୁହନ୍ତି, ହେ ସିୟୋନର କନ୍ଯା ଆନନ୍ଦ ରେ ଚିତ୍କାର କର ଏବଂ ଖୁସି ହୁଅ। କାରଣ ତୁମ୍ଭ ସହିତ ନଗର ରେ ବାସ କରିବା ପାଇଁ ଆମ୍ଭେ ଆସୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଳାସ କର; କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କୁହନ୍ତି, “ହେ ସିୟୋନର କନ୍ୟା ଆନନ୍ଦରେ ଚିତ୍କାର କର ଏବଂ ଖୁସୀ ହୁଅ। କାରଣ ତୁମ୍ଭ ସହିତ ନଗରରେ ବାସ କରିବା ପାଇଁ ଆମ୍ଭେ ଆସୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
“ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା,” ଏହା ସଦାପ୍ରଭୁ କହନ୍ତି।