Zechariah 2:11 — Compare Translations
5 translations compared side by side
Odia - 1840
"ସହେି ଦିନ ରେ, ଅନକେ ଦେଶର ଲୋକମାନେ ପରମେଶ୍ବରଙ୍କ ନିକଟକୁ ଆସିବେ। ସମାନେେ ଆମ୍ଭର ଲୋକ ହବେେ। ଆଉ ଆମ୍ଭେ ତୁମ୍ଭମାନଙ୍କ ମଧିଅରେ ବାସ କରିବା। ସେତବେେଳେ ତୁମ୍ଭେ ଜାଣିବ ସର୍ବଶକ୍ତିମାନ ସଦାପ୍ରଭୁ ମାେତେ ତୁମ୍ଭ ନିକଟକୁ ପ୍ ରରଣେ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନରେ, ଅନେକ ଦେଶର ଲୋକମାନେ ପରମେଶ୍ୱରଙ୍କ ନିକଟକୁ ଆସିବେ। ସେମାନେ ଆମ୍ଭର ଲୋକ ହେବେ। ଆଉ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ବାସ କରିବା।” ସେତେବେଳେ ତୁମ୍ଭେ ଜାଣିବ ସର୍ବଶକ୍ତିମାନ ସଦାପ୍ରଭୁ ମୋତେ ତୁମ୍ଭ ନିକଟକୁ ପ୍ରେରଣ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
“ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ,” ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।