Zechariah 2:12 — Compare Translations

5 translations compared side by side

Odia - 1840
"ସହେି ପବିତ୍ର ଭୂମିରେ ଯିହୁଦା ପରମେଶ୍ବରଙ୍କର ଅଂଶ ହବେ। ସଦାପ୍ରଭୁ ପୁନର୍ବାର ୟିରୁଶାଲମକୁ ତାଙ୍କର ସ୍ବତନ୍ତ୍ର ନଗରରୂପେ ବାଛିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପବିତ୍ର ଭୂମିରେ ଯିହୁଦା ପରମେଶ୍ୱରଙ୍କର ଅଂଶ ହେବ। ସଦାପ୍ରଭୁ ପୁନର୍ବାର ଯିରୁଶାଲମକୁ ତାଙ୍କର ସ୍ୱତନ୍ତ୍ର ନଗରରୂପେ ବାଛିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।