Zechariah 2:13 — Compare Translations

5 translations compared side by side

Odia - 1840
"ସମସ୍ତ ଲୋକମାନେ, ନୀରବ ହୁଅ। ସଦାପ୍ରଭୁ ତାଙ୍କର ପବିତ୍ର ଗୃହରୁ ଆସୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଲୋକମାନେ, ନୀରବ ହୁଅ। ସଦାପ୍ରଭୁ ତାଙ୍କର ପବିତ୍ର ଗୃହରୁ ଆସୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।