Zechariah 2:4 — Compare Translations
5 translations compared side by side
Odia - 1840
"ସେ ତାଙ୍କୁ କହିଲେ, ଦୌଡିକରି ୟାଅ ଏବଂ ସହେି ୟୁବକଙ୍କୁ କୁହ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାଙ୍କୁ କହିଲେ, ଦୌଡ଼, ଏହି ଯୁବାଲୋକକୁ କୁହ; ଯିରୂଶାଲମର ମଧ୍ୟବର୍ତ୍ତୀ ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତାଙ୍କୁ କହିଲେ, “ଦୌଡ଼ିକରି ଯାଅ ଏବଂ ସେହି ଯୁବକଙ୍କୁ କୁହ! ‘ଯିରୁଶାଲମ ଏକ ପ୍ରାଚୀର ବିହୀନ ନଗରୀ ହେବ। କାରଣ ସେଠାରେ ବହୁ ସଂଖ୍ୟାରେ ଲୋକ ଓ ପଶୁମାନେ ମଧ୍ୟସ୍ଥାନରେ ବାସ କରିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବା ଲୋକକୁ କୁହ ‘ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି ସ୍ଥାନ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।”