Zechariah 2:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କୁହନ୍ତି, ଉତ୍ତର ଦେଶରୁ ପଳାଯନ କର। ହଁ, ଏହା ସତ୍ଯ ଯେ, ଆମ୍ଭେ ତୁମ୍ଭର ଲୋକମାନଙ୍କୁ ଆକାଶର ଚତୁର୍ଦ୍ଦିଗ ବାଯୁ ତୁଲ୍ଯ ବିସ୍ତୃତ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହେ, ଆହେ, ଉତ୍ତର ଦେଶରୁ ପଳାଅ, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ, ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଉତ୍ତର ଦେଶରୁ ପଳାୟନ କର। ହଁ, ଏହା ସତ୍ୟ ଯେ, ଆମ୍ଭେ ତୁମ୍ଭର ଲୋକମାନଙ୍କୁ ଆକାଶର ଚତୁର୍ଦ୍ଦିଗ ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆହେ, ଆହେ, ଉତ୍ତର ଦେଶରୁ ପଳାଅ, ଏହା ସଦାପ୍ରଭୁ କହନ୍ତି। କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ, ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
“ଆହେ, ଆହେ, ଉତ୍ତର ଦେଶରୁ ପଳାଅ,” ଏହା ସଦାପ୍ରଭୁ କହନ୍ତି। “କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ,” ଏହା ସଦାପ୍ରଭୁ କହନ୍ତି।