Zechariah 3:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସ୍ବର୍ଗଦୂତ ମହାୟାଜକ ଯିହାଶୂେୟଙ୍କୁ ମାେତେ ଦଖାଇେଲେ। ଯିହାଶୂେୟ ସଦାପ୍ରଭୁଙ୍କ ସ୍ବର୍ଗଦୂତଙ୍କ ସମ୍ମୁଖ ରେ ଓ ଶଇତାନ ଯିହାଶୂେୟଙ୍କ ଦକ୍ଷିଣ ପାଶର୍‌ବ ରେ ଛିଡା ହାଇେଥିଲେ। ତାଙ୍କୁ ଦୋଷ ଦବୋକୁ ଶଯତାନ ସଠାେ ରେ ଉପସ୍ଥିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁଙ୍କ ଦୂତ ସମ୍ମୁଖରେ ଠିଆ ହୋଇଥିବା ଯିହୋଶୂୟ ମହାଯାଜକଙ୍କୁ, ଆଉ ତାଙ୍କ ବିପକ୍ଷ ହେବା ନିମନ୍ତେ ତାଙ୍କର ଦକ୍ଷିଣ ପାର୍ଶ୍ଵରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମହାଯାଜକ ସଦାପ୍ରଭୁ ସ୍ୱର୍ଗଦୂତ ମହାଯାଜକ ଯିହୋଶୂୟଙ୍କୁ ମୋତେ ଦେଖାଇଲେ। ଯିହୋଶୂୟ ସଦାପ୍ରଭୁଙ୍କ ସ୍ୱର୍ଗଦୂତଙ୍କ ସମ୍ମୁଖରେ ଓ ଶୟତାନ ଯିହୋଶୂୟଙ୍କ ଦକ୍ଷିଣ ପାର୍ଶ୍ୱରେ ଛିଡ଼ା ହୋଇଥିଲେ। ତାଙ୍କୁ ଦୋଷ ଦେବାକୁ ଶୟତାନ ସେଠାରେ ଉପସ୍ଥିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ।