Zechariah 3:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ସର୍ବଶକ୍ତିମାନ କୁହନ୍ତି, ସେତବେେଳେ ଲୋକମାନେ ଏକତ୍ର ବସିବେ ଓ ସମାନଙ୍କେର ବନ୍ଧୁ ଓ ପଡ଼ୋଶୀଙ୍କ ସହିତ ଆଳାପ କରିବେ। ସମାନେେ ଡିମ୍ବିରି ବୃକ୍ଷତଳେ ଓ ଦ୍ରାକ୍ଷାଲତା ତଳେ ବସିବାକୁ ପରସ୍ପରକୁ ନିମନ୍ତ୍ରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକି ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ତଳେ ନିମନ୍ତ୍ରଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ସେତେବେଳେ ଲୋକମାନେ ଏକତ୍ର ବସିବେ ଓ ସେମାନଙ୍କର ବନ୍ଧୁ ଓ ପଡ଼ୋଶୀଙ୍କ ସହିତ ଆଳାପ କରିବେ। ସେମାନେ ଡିମ୍ବିରି ବୃକ୍ଷତଳେ ଓ ଦ୍ରାକ୍ଷାଲତା ତଳେ ବସିବାକୁ ପରସ୍ପରକୁ ନିମନ୍ତ୍ରଣ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ।”
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,” ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ।”