Zechariah 3:2 — Compare Translations

5 translations compared side by side

Odia - 1840
"ତା'ପ ରେ ସଦାପ୍ରଭୁ କହିଲେ, ସଦାପ୍ରଭୁ ତୁମ୍ଭକୁ ଭର୍ତ୍ସନା କରିବେ, ହେ ଶଇତାନ, ସେ ତୁମ୍ଭକୁ ସମାଲୋଚନା କରି ଗ୍ଭଲିଥିବେ। ସଦାପ୍ରଭୁ ୟିରୁଶାଲମକୁ ତାଙ୍କ ସ୍ବତନ୍ତ୍ର ନଗରରୂପେ ମନୋନୀତ କରିଛନ୍ତି। ଗୋଟିଏ ଜଳନ୍ତା କାଠଗଣ୍ତି ନିଆଁରୁ ଟାଣି ଆଣିବାପରି, ସେ ସହେି ନଗରକୁ ରକ୍ଷା କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକାଉନ୍ତୁ; ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକାଉନ୍ତୁ; ଏ କି ଅଗ୍ନିରୁ କଢ଼ା ଖଣ୍ତେ ପୋଡ଼ଖୁଣ୍ଟା ନୁହେଁ?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ କହିଲେ, “ସଦାପ୍ରଭୁ ତୁମ୍ଭକୁ ଭର୍ତ୍ସନା କରିବେ, ହେ ଶୟତାନ, ସେ ତୁମ୍ଭକୁ ସମାଲୋଚନା କରି ଗ୍ଭଲିଥିବେ। ସଦାପ୍ରଭୁ ଯିରୁଶାଲମକୁ ତାଙ୍କ ସ୍ୱତନ୍ତ୍ର ନଗରରୂପେ ମନୋନୀତ କରିଛନ୍ତି। ଗୋଟିଏ ଜଳନ୍ତା କାଠଗଣ୍ତି ନିଆଁରୁ ଟାଣି ଆଣିବାପରି, ସେ ସେହି ନଗରକୁ ରକ୍ଷା କରିଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ?”