Zechariah 3:5 — Compare Translations

5 translations compared side by side

Odia - 1840
"ତା'ପ ରେ ମୁଁ କହିଲି, ତା'ର ମସ୍ତକରେ ଏକ ନିର୍ମଳ ପଗଡି ବାନ୍ଧି ଦିଅନ୍ତୁ। ତେଣୁ ସମାନେେ ତାଙ୍କର ମସ୍ତକରେ ନିର୍ମଳ ପଗଡି ବାନ୍ଧି ଦେଲେ। ସମାନେେ ତାଙ୍କୁ ପୁଣି ବସ୍ତ୍ର ପିନ୍ଧାଇଲା ବେଳେ ସଦାପ୍ରଭୁଙ୍କର ଦୂତ ପାଖ ରେ ଠିଆ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୁଁ କହିଲି, ଲୋକମାନେ ଏହାର ମସ୍ତକରେ ସୁନ୍ଦର ପାଗ ଦିଅନ୍ତୁ । ତହିଁରେ ସେମାନେ ତାଙ୍କ ମସ୍ତକରେ ସୁନ୍ଦର ପାଗ ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ କହିଲି, “ତା’ର ମସ୍ତକରେ ଏକ ନିର୍ମଳ ପଗଡ଼ି ବାନ୍ଧି ଦିଅନ୍ତୁ।” ତେଣୁ ସେମାନେ ତାଙ୍କର ମସ୍ତକରେ ନିର୍ମଳ ପଗଡ଼ି ବାନ୍ଧି ଦେଲେ। ସେମାନେ ତାଙ୍କୁ ପୁଣି ବସ୍ତ୍ର ପିନ୍ଧାଇଲା ବେଳେ ସଦାପ୍ରଭୁଙ୍କର ଦୂତ ପାଖରେ ଠିଆ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୁଁ କହିଲି, “ଲୋକମାନେ ଏହାର ମସ୍ତକରେ ନିର୍ମଳ ପଗଡ଼ି ଦିଅନ୍ତୁ!” ତହିଁରେ ସେମାନେ ତାଙ୍କ ମସ୍ତକରେ ନିର୍ମଳ ପଗଡ଼ି ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୁଁ କହିଲି, “ଲୋକମାନେ ଏହାର ମସ୍ତକରେ ନିର୍ମଳ ପଗଡି ଦିଅନ୍ତୁ!” ତହିଁରେ ସେମାନେ ତାଙ୍କ ମସ୍ତକରେ ନିର୍ମଳ ପଗଡି ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ।