Zechariah 3:8 — Compare Translations
5 translations compared side by side
Odia - 1840
"ହେ! ମହାୟାଜକ ଯିହାଶୂେୟ ଓ ତୁମ୍ଭ ସମ୍ମୁଖ ରେ ବସିଥିବା ସହ ଯାଜକ ଆମ୍ଭ କଥା ଶୁଣ। ଯେତବେେଳେ ଆମ୍ଭେ ଆପଣା ସ୍ବତନ୍ତ୍ର ଅନୁଚର ଆଣିବା ସେତବେେଳେ ଏହି ଲୋକମାନେ ୟିଏ କି କ'ଣ ଘଟିବ ବୋଲି ଦଖାଇବେେ ଉଦାହରଣ ହବେେ। ଯେଉଁ ଅନୁଚରକୁ ଆମ୍ଭେ ଆଣିବା ତାଙ୍କୁ ଶାଖା କୁହାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ; କାରଣ ସେମାନେ ଚିହ୍ନ ସ୍ଵରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା ।
Odia Bible ERV 2004 (ପବିତ୍ର ବାଇବଲ)
ହେ! ମହାଯାଜକ ଯିହୋଶୂୟ ଓ ତୁମ୍ଭ ସମ୍ମୁଖରେ ବସିଥିବା ସହ ଯାଜକ ଆମ୍ଭ କଥା ଶୁଣ। ଯେତେବେଳେ ଆମ୍ଭେ ଆପଣା ସ୍ୱତନ୍ତ୍ର ଅନୁଚର ଆଣିବା ସେତେବେଳେ ଏହି ଲୋକମାନେ ଯିଏ କି କ’ଣ ଘଟିବ ବୋଲି ଦେଖାଇବେ ଉଦାହରଣ ହେବେ। ଯେଉଁ ଅନୁଚରକୁ ଆମ୍ଭେ ଆଣିବା ତାଙ୍କୁ ଶାଖା କୁହାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।
Odia IRV 2017 (ଓଡିଆ ବାଇବେଲ)
ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନ ସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।