Zechariah 4:1 — Compare Translations

5 translations compared side by side

Odia - 1840
"ତା'ପ ରେ ମାେ ସହିତ ଆଳାପ କରୁଥିବା ସହେି ସ୍ବର୍ଗଦୂତ ମାେ ନିକଟକୁ ଫରେିଆସିଲେ ଓ ମାେତେ ଜାଗ୍ରତ କରାଇଲେ। ମୁଁ ନିଦ୍ରାରୁ ଉଠିଲା ଲୋକ ପରି ଉଠିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ପୁନର୍ବାର ଆସି ମୋତେ ନିଦ୍ରାରୁ ଜାଗ୍ରତ ମନୁଷ୍ୟର ପ୍ରାୟ ଜଗାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱୀପରୁଖା ଓ ଦୁଇ ଅଲିଭ ବୃକ୍ଷ ତା’ପରେ ମୋ’ ସହିତ ଆଳାପ କରୁଥିବା ସେହି ସ୍ୱର୍ଗଦୂତ ମୋ’ ନିକଟକୁ ଫେରି ଆସିଲେ ଓ ମୋତେ ଜାଗ୍ରତ କରାଇଲେ। ମୁଁ ନିଦ୍ରାରୁ ଉଠିଲା ଲୋକ ପରି ଉଠିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ।

Recommended Reading