Zechariah 4:10 — Compare Translations

5 translations compared side by side

Odia - 1840
"ଯେଉଁମାନେ କି େଛାଟ ଜିନିଷଗୁଡିକୁ ଘୃଣା କରନ୍ତି, ସମାନେେ ଆନନ୍ଦ କରିବେ, ଯେତବେେଳେ ସମାନେେ ୟିରୁଦ୍ଦାବିଲଙ୍କ ହାତ ରେ ଓଳମ ଦେଖିବେ। ବର୍ତ୍ତମାନ ଏହି ସାତଟି ପାଶର୍‌ବ ସଦାପ୍ରଭୁଙ୍କର ଚକ୍ଷୁ, ଯାହା ସମଗ୍ର ପୃଥିବୀକୁ ଦେଖେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍, ସମୁଦାୟ ପୃଥିବୀ ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ କି ଛୋଟ ଜିନିଷଗୁଡ଼ିକୁ ଘୃଣା କରନ୍ତି, ସେମାନେ ଆନନ୍ଦ କରିବେ, ଯେତେବେଳେ ସେମାନେ ଯିରୁବ୍ବାବିଲଙ୍କ ହାତରେ ଓଳମ ଦେଖିବେ। ବର୍ତ୍ତମାନ ଏହି ସାତୋଟି ପାର୍ଶ୍ୱ ସଦାପ୍ରଭୁଙ୍କର ଚକ୍ଷୁ, ଯାହା ସମଗ୍ର ପୃଥିବୀକୁ ଦେଖେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍‍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍‍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।”
Odia IRV 2017 (ଓଡିଆ ବାଇବେଲ)
କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍‍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍‍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।