Zechariah 4:11 — Compare Translations
5 translations compared side by side
Odia - 1840
"ତା'ପ ରେ ମୁଁ ତାଙ୍କୁ କହିଲି, ଦ୍ବୀପରୂଖା ବାମ ଓ ଡାହାଣ ପଟେ ଦୁଇ ଦୁଇଟି ଅଲିଭ୍ ବୃକ୍ଷର ଅର୍ଥ କ'ଣ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ଵରେ ଓ ତହିଁର ବାମ ପାର୍ଶ୍ଵରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କଅଣ?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ତାଙ୍କୁ କହିଲି, “ଦ୍ୱୀପରୁଖା ବାମ ଓ ଡାହାଣ ପଟେ ଦୁଇ ଦୁଇଟି ଅଲିଭ୍ ବୃକ୍ଷର ଅର୍ଥ କ’ଣ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, “ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କʼଣ?”
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, “ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କ’ଣ?”