Zechariah 4:12 — Compare Translations
5 translations compared side by side
Odia - 1840
"ମୁଁ ମଧ୍ଯ ତାଙ୍କୁ ପଗ୍ଭରିଲି, ମୁଁ ଏହି ଯେଉଁ ଦୁଇ ଅଲିଭ୍ ଶାଖାଗୁଡିକରୁ ଅଲିଭ୍ ତୈଳ ସୁବର୍ଣ୍ଣ ନଳ ଦୁଇଟିକୁ ଢାଳୁଥିବାର ଦେଖୁଛି, ଏହାର ଅର୍ଥ କ'ଣ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ଦ୍ଵିତୀୟ ଥର ତାଙ୍କୁ ଉତ୍ତର କରି କହିଲି,ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ଵରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କଅଣ?
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମଧ୍ୟ ତାଙ୍କୁ ପଗ୍ଭରିଲି, “ମୁଁ ଏହି ଯେଉଁ ଦୁଇ ଅଲିଭ୍ ଶାଖାଗୁଡ଼ିକରୁ ଅଲିଭ୍ ତୈଳ ସୁବର୍ଣ୍ଣ ନଳ ଦୁଇଟିକୁ ଢାଳୁଥିବାର ଦେଖୁଛି, ଏହାର ଅର୍ଥ କ’ଣ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ଦ୍ୱିତୀୟ ଥର ତାଙ୍କୁ ଉତ୍ତର କରି କହିଲି, “ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ୱରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କʼଣ?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ଦ୍ୱିତୀୟ ଥର ତାଙ୍କୁ ଉତ୍ତର କରି କହିଲି, “ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ୱରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କ’ଣ?”