Zechariah 4:14 — Compare Translations

5 translations compared side by side

Odia - 1840
"ତେଣୁ ସେ ଉତ୍ତର ଦେଲେ, ଏହି ଅଭିଷିକ୍ତ ଦୁଇଜଣ ୟିଏ ଠିଆ ହୁଅନ୍ତି ସମଗ୍ର ପୃଥିବୀ ପାଇଁ ସଦାପ୍ରଭୁଙ୍କର ପ୍ରତିନିଧି ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ କହିଲେ, ଏମାନେ ସମୁଦାୟ ଭୂମଣ୍ତଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ଉତ୍ତର ଦେଲେ, “ଏହି ଅଭିଷିକ୍ତ ଦୁଇଜଣ ଯିଏ ଠିଆ ହୁଅନ୍ତି ସମଗ୍ର ପୃଥିବୀ ପାଇଁ ସଦାପ୍ରଭୁଙ୍କର ପ୍ରତିନିଧି ଅଟନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ କହିଲେ, “ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତେବେ ସେ କହିଲେ, “ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି।”