Zechariah 4:3 — Compare Translations

5 translations compared side by side

Odia - 1840
"ସହେି ପାତ୍ରର ଦକ୍ଷିଣ ଓ ବାମ ପାଶର୍‌ବ ରେ ଗୋଟିଏ ଗୋଟିଏ ଅଲିଭ ବୃକ୍ଷ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତହିଁର ନିକଟରେ ଦୁଇ ଜୀତବୃକ୍ଷ ଅଛି, ପୁଣି ଗୋଟିଏ ତୈଳାଧାରର ଦକ୍ଷିଣ ପାର୍ଶ୍ଵରେ ଓ ଅନ୍ୟ ଗୋଟିଏ ତହିଁର ବାମ ପାର୍ଶ୍ଵରେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପାତ୍ରର ଦକ୍ଷିଣ ଓ ବାମ ପାର୍ଶ୍ୱରେ ଗୋଟିଏ ଗୋଟିଏ ଅଲିଭ ବୃକ୍ଷ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତହିଁର ନିକଟରେ ଦୁଇ ଜୀତବୃକ୍ଷ ଅଛି, ପୁଣି ଗୋଟିଏ ତୈଳାଧାରର ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଗୋଟିଏ ତହିଁର ବାମ ପାର୍ଶ୍ୱରେ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ତହିଁର ନିକଟରେ ଦୁଇ ଜୀତବୃକ୍ଷ ଅଛି, ପୁଣି ଗୋଟିଏ ତୈଳାଧାରର ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଗୋଟିଏ ତହିଁର ବାମ ପାର୍ଶ୍ୱରେ।”