Zechariah 4:5 — Compare Translations
5 translations compared side by side
Odia - 1840
"ମାେ ସହିତ ଆଳାପ କରୁଥିବା ସ୍ବର୍ଗଦୂତ ଉତ୍ତର କଲେ, ତୁମ୍ଭେ କ'ଣ ଜାଣ ନାହିଁ ଏଗୁଡିକ ସବୁ କ'ଣ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, ଏସବୁ କଅଣ, ତାହା କି ତୁମ୍ଭେ ଜାଣି ନାହଁ? ପୁଣି, ତହିଁରେ ମୁଁ କହିଲି, ହେ ମୋର ପ୍ରଭୁ, ଜାଣୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତ ଉତ୍ତର କଲେ, “ତୁମ୍ଭେ କ’ଣ ଜାଣ ନାହିଁ ଏଗୁଡ଼ିକ ସବୁ କ’ଣ?” ମୁଁ କହିଲି “ନାଁ, ମୋର ମହାଶୟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, “ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ?” ପୁଣି, ତହିଁରେ ମୁଁ କହିଲି, “ହେ ମହାଶୟ, ଜାଣି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, “ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ?” ପୁଣି, ତହିଁରେ ମୁଁ କହିଲି, “ହେ ମହାଶୟ, ଜାଣି ନାହିଁ।”