Zechariah 4:7 — Compare Translations

5 translations compared side by side

Odia - 1840
"ହେ ମହାନ୍ ପର୍ବତ! ତୁମ୍ଭେ କଣ? ୟିରୁଦ୍ଦାବିଲ ସମ୍ମୁଖ ରେ ତୁମ୍ଭେ ଗୋଟିଏ ସମତଳଭୂମି ପରି। 'ପରମେଶ୍ବରଙ୍କର ଏହା ଉପ ରେ କୃପା ହେଉ! ଧ୍ବନି ମଧିଅରେ ସେ କଣର ପ୍ରସ୍ତର ଆଣିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ବୃହତ ପର୍ବତ, ତୁମ୍ଭେ କିଏ? ଯିରୁବ୍ବାବିଲଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ; ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ଵନି କରି ସେ ମସ୍ତକ ସ୍ଵରୂପ ପ୍ରସ୍ତର ବାହାର କରି ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମହାନ ପର୍ବତ! ତୁମ୍ଭେ କ’ଣ? ଯିରୁବ୍ବାବିଲ ସମ୍ମୁଖରେ ତୁମ୍ଭେ ଗୋଟିଏ ସମତଳଭୂମି ପରି। ‘ପରମେଶ୍ୱରଙ୍କର ଏହା ଉପରେ କୃପା ହେଉ! ଧ୍ୱନି ମଧ୍ୟରେ ସେ କୋଣର ପ୍ରସ୍ତର ଆଣିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍‍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ?”
Odia IRV 2017 (ଓଡିଆ ବାଇବେଲ)
“ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍‍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ?”