Zechariah 4:9 — Compare Translations

5 translations compared side by side

Odia - 1840
"ୟିରୁଦ୍ଦାବିଲ ଆମ୍ଭ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କରିଛି ଓ ସେ ମନ୍ଦିର ନିର୍ମାଣର କାର୍ୟ୍ଯ ଶଷେ କରିବ। ତା'ପ ରେ ତୁମ୍ଭମାନେେ ଜାଣିବ ସର୍ବଶକ୍ତିମାନ୍ ସଦାପ୍ରଭୁ ମାେତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରୁବ୍ବାବିଲଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯିରୁବ୍ବାବିଲ ଆମ୍ଭ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନ କରିଛି ଓ ସେ ମନ୍ଦିର ନିର୍ମାଣର କାର୍ଯ୍ୟ ଶେଷ କରିବ। ତା’ପରେ ତୁମ୍ଭେମାନେ ଜାଣିବ ସର୍ବଶକ୍ତିମାନ୍ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ନିକଟକୁ ପଠାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯିରୁବ୍ବାବିଲ୍‍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
“ଯିରୁବ୍ବାବିଲ୍‍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।”