Zechariah 5:1 — Compare Translations

5 translations compared side by side

Odia - 1840
"ମୁଁ ପୁଣି ଉର୍ଦ୍ଧ୍ବକୁ ଦୃଷ୍ଟି କଲି ଓ ଏକ ଉଡନ୍ତା ନଳାକାର ପୁସ୍ତକ ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୁଁ ପୁନର୍ବାର ଆପଣା ଚକ୍ଷୁ ଟେକି ଅନାଇଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ ।
Odia Bible ERV 2004 (ପବିତ୍ର ବାଇବଲ)
ଉଡ଼ନ୍ତା ନଳାକାର ପୁସ୍ତକ ମୁଁ ପୁଣି ଊର୍ଦ୍ଧ୍ୱକୁ ଦୃଷ୍ଟି କଲି ଓ ଏକ ଉଡ଼ନ୍ତା ନଳାକାର ପୁସ୍ତକ ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୁଁ ପୁନର୍ବାର ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୁଁ ପୁନର୍ବାର ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଉଡ଼ନ୍ତା ଏକ ନଳାକାର ପୁସ୍ତକ।

Recommended Reading