Zechariah 5:10 — Compare Translations
5 translations compared side by side
Odia - 1840
"ତା'ପ ରେ ମୁଁ ମାେ ସହିତ ଆଳାପ କରୁଥିବା ସ୍ବର୍ଗଦୂତକୁ ପଗ୍ଭରିଲି, ସମାନେେ ସହେି ମାପିବାର ଟୋକଇଟେିକୁ କେଉଁଠାକୁ ନେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯେଉଁ ଦୂତ ମୋʼ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ କହିଲି, ଏମାନେ କେଉଁ ସ୍ଥାନକୁ ଐଫା ବହି ନେଉଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତକୁ ପଗ୍ଭରିଲି, “ସେମାନେ ସେହି ମାପିବାର ଟୋକେଇଟିକୁ କେଉଁଠାକୁ ନେଉଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯେଉଁ ଦୂତ ମୋʼ ସହିତ କଥା କହୁଥିଲେ, ମୁଁ ତାଙ୍କୁ କହିଲି, “ଏମାନେ କେଉଁ ସ୍ଥାନକୁ ପାତ୍ର ବହି ନେଉଅଛନ୍ତି?”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯେଉଁ ଦୂତ ମୋ’ ସହିତ କଥା କହୁଥିଲେ, ମୁଁ ତାଙ୍କୁ କହିଲି, “ଏମାନେ କେଉଁ ସ୍ଥାନକୁ ପାତ୍ର ବହି ନେଉଅଛନ୍ତି?”