Zechariah 5:2 — Compare Translations

5 translations compared side by side

Odia - 1840
"ସହେି ସ୍ବର୍ଗଦୂତ ମାେତେ ପ୍ରଶ୍ନ କଲେ, ତୁମ୍ଭେ କ'ଣ ଦେଖୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ମୋତେ କହିଲେ, ତୁମ୍ଭେ କଅଣ ଦେଖୁଅଛ? ତହିଁରେ ମୁଁ ଉତ୍ତର କଲି, ମୁଁ ଉଡ଼ନ୍ତା ନଳାକାର ଏକ ପୁସ୍ତକ ଦେଖୁଅଛି; ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ପ୍ରସ୍ଥ ଦଶ ହାତ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ୱର୍ଗଦୂତ ମୋତେ ପ୍ରଶ୍ନ କଲେ, “ତୁମ୍ଭେ କ’ଣ ଦେଖୁଛ?” ମୁଁ କହିଲି, “ମୁଁ ଏକ ଉଡ଼ନ୍ତା ନଳାକାର ପୁସ୍ତକ ଦେଖୁଛି। ସେହି ନଳାକାର ପୁସ୍ତକର ଦୈର୍ଘ୍ୟ କୋଡ଼ିଏ ହାତ ଓ ପ୍ରସ୍ଥ ଦଶ ହାତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦୂତ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ ଉତ୍ତର କଲି, “ମୁଁ ଉଡ଼ନ୍ତା ନଳାକାର ଏକ ପୁସ୍ତକ ଦେଖୁଅଛି ତହିଁର ଲମ୍ବା କୋଡ଼ିଏ ହାତ ଓ ଓସାର ଦଶ ହାତ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦୂତ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ ଉତ୍ତର କଲି, “ମୁଁ ଉଡ଼ନ୍ତା ନଳାକାର ଏକ ପୁସ୍ତକ ଦେଖୁଅଛି ତହିଁର ଲମ୍ବା କୋଡ଼ିଏ ହାତ ଓ ଓସାର ଦଶ ହାତ।”