Zechariah 5:3 — Compare Translations

5 translations compared side by side

Odia - 1840
"ତା'ପ ରେ ସହେି ସ୍ବର୍ଗଦୂତ କହିଲେ, ଏହି ନଳାକାର ପୁସ୍ତକରେ ଅଭିଶାପ ଅଛି, ଯାହା ସାରା ପୃଥିବୀ ବିରୁଦ୍ଧ ରେ ଯାଉଛି। ଏହା ଚୋର ଏବଂ ମିଥ୍ଯାଶପଥକାରୀ ଦୁଇଜଣଙ୍କୁ ଅଭିଶାପ ଦିଏ, ଯେଉଁମାନେ ଦଣ୍ତିତ ନ ହାଇେ ଖସି ୟାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ମୋତେ କହିଲେ, ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ଵ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ଵ ଅନୁସାରେ ପରିଷ୍କୃତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ସ୍ୱର୍ଗଦୂତ କହିଲେ, “ଏହି ନଳାକାର ପୁସ୍ତକରେ ଅଭିଶାପ ଅଛି, ଯାହା ସାରା ପୃଥିବୀ ବିରୁଦ୍ଧରେ ଯାଉଛି। ଏହା ଗ୍ଭେର ଏବଂ ମିଥ୍ୟାଶପଥକାରୀ ଦୁଇଜଣଙ୍କୁ ଅଭିଶାପ ଦିଏ, ଯେଉଁମାନେ ଦଣ୍ତିତ ନ ହୋଇ ଖସି ଯାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।”