Zechariah 5:6 — Compare Translations

5 translations compared side by side

Odia - 1840
"ମୁଁ ଉତ୍ତର କଲି, ଏହା କ'ଣ? ସେ କହିଲେ, ତାହା ଏକ ମାପ କରିବା ଟୋକଇେ ଏବଂ ତାହା ଦେଶର ଲୋକମାନଙ୍କର ପାପକୁ ମାପିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ କହିଲି, ଏ କଅଣ? ତହୁଁ ସେ କହିଲେ, ଏହା ଐଫା-ପାତ୍ର, ଯାହା ବାହାରକୁ ଯାଉଅଛି; ସେ ଆହୁରି କହିଲେ, ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପ୍ରତିରୂପ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଉତ୍ତର କଲି, “ଏହା କ’ଣ?” ସେ କହିଲେ, “ତାହା ଏକ ମାପ କରିବା ଟୋକେଇ” ଏବଂ “ତାହା ଦେଶର ଲୋକମାନଙ୍କର ପାପକୁ ମାପିପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ କହିଲି, “ଏ କଅଣ?” ତହୁଁ ସେ କହିଲେ, “ଏହା ଐଫା-ପାତ୍ର, ଯାହା ଆସୁଅଛି,” ସେ ଆହୁରି କହିଲେ, “ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପାପ ଅଟେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ କହିଲି, “ଏ କଅଣ?” ତହୁଁ ସେ କହିଲେ, “ଏହା ଐଫା (ଚାଳିଶ ଲିଟର)-ପାତ୍ର, ଯାହା ଆସୁଅଛି,” ସେ ଆହୁରି କହିଲେ, “ଏହା ସମୁଦାୟ ଦେଶସ୍ଥ ଲୋକଙ୍କର ପାପ ଅଟେ।”