Zechariah 5:7 — Compare Translations

5 translations compared side by side

Odia - 1840
"ଗୋଟିଏ ସୀମାର ନିର୍ମିତ ଘୋଡଣୀ ଟୋକଇରେୁ କଢାଗଲା। ସହେି ମାପିବାର ଟୋକଇେ ମଧିଅରେ ଗୋଟିଏ ସ୍ତ୍ରୀଲୋକ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଏକ ମହଣ ପରିମିତ ସୀସା ଉପରକୁ ଉଠାଗଲା; ଆଉ, ସେହି ଐଫା ମଧ୍ୟରେ ଏକ ସ୍ତ୍ରୀ ବସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ସୀମାର ନିର୍ମିତ ଘୋଡ଼ଣୀ ଟୋକେଇରୁ କଢ଼ାଗଲା। ସେହି ମାପିବାର ଟୋକେଇ ମଧ୍ୟରେ ଗୋଟିଏ ସ୍ତ୍ରୀଲୋକ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ପାତ୍ରର ଠିପି ଉପରକୁ ଉଠାଗଲା ଆଉ, ସେହି ପାତ୍ର ମଧ୍ୟରେ ଏକ ସ୍ତ୍ରୀ ବସିଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ପାତ୍ରର ଠିପି ଉପରକୁ ଉଠାଗଲା ଆଉ, ସେହି ପାତ୍ର ମଧ୍ୟରେ ଏକ ସ୍ତ୍ରୀ ବସିଅଛି।