Zechariah 5:8 — Compare Translations
5 translations compared side by side
Odia - 1840
"ସ୍ବର୍ଗଦୂତ କହିଲେ, ଏହି ନାରୀ ଦୁଷ୍ଟପଣିଆର ପ୍ରତିନିଧି ସ୍ବରୂପ। ତା'ପ ରେ ସେ ସ୍ବର୍ଗଦୂତ ସହେି ନାରୀକୁ ମାପ ଟୋକଇେ ଭିତରକୁ ଠଲେିଦଇେ ତାହାର ସୀମା ଘୋଡଣୀ ବନ୍ଦ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ମୋତେ କହିଲେ, ଏହା ଦୁଷ୍ଟତା ସ୍ଵରୂପା; ଆଉ, ସେ ସେହି ସ୍ତ୍ରୀକି ଐଫା ମଧ୍ୟରେ ପକାଇ ଦେଲେ ଓ ତହିଁର ର୍ମୁଁହରେ ସେହି ସୀସାର ଓଜନ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗଦୂତ କହିଲେ, “ଏହି ନାରୀ ଦୁଷ୍ଟପଣିଆର ପ୍ରତିନିଧି ସ୍ୱରୂପ।” ତା’ପରେ ସେ ସ୍ୱର୍ଗଦୂତ ସେହି ନାରୀକୁ ମାପ ଟୋକେଇ ଭିତରକୁ ଠେଲିଦେଇ ତାହାର ସୀମା ଘୋଡ଼ଣୀ ବନ୍ଦ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା!” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇଦେଲେ ଓ ତହିଁର ମୁହଁକୁ ବନ୍ଦ କରିଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମୋତେ କହିଲେ, “ଏହା ଦୁଷ୍ଟତା!” ଆଉ, ସେ ସେହି ସ୍ତ୍ରୀକୁ ପାତ୍ର ମଧ୍ୟରେ ପକାଇ ଦେଲେ ଓ ତହିଁର ମୁହଁକୁ ବନ୍ଦ କରି ଦେଲେ।