Zechariah 5:9 — Compare Translations
5 translations compared side by side
Odia - 1840
"ତା'ପ ରେ ମୁଁ ଉର୍ଦ୍ଧ୍ବକୁ ଦୃଷ୍ଟି କଲି ଏବଂ ସାରସ ପକ୍ଷୀ ପରି ପକ୍ଷୀଥିବା ଦୁଇଟି ନାରୀ ଦେଖିଲି। ସମାନେେ ଉଡି ଆସିଲେ ଏବଂ ସମାନଙ୍କେ ପକ୍ଷ ରେ ପବନ ଥିଲା। ସମାନେେ ସେ ମାପିବାର ଟୋକଇକେୁ ଉଠାଇଲେ ପୃଥିବୀ ଓ ସ୍ବର୍ଗ ମଧିଅରେ ବୋହି ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୁଁ ଆପଣା ଚକ୍ଷୁ ଟେକି ଦେଖିଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ଐଫାକୁ ଉଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି ଏବଂ ସାରସ ପକ୍ଷୀ ପରି ପକ୍ଷୀଥିବା ଦୁଇଟି ନାରୀ ଦେଖିଲି। ସେମାନେ ଉଡ଼ି ଆସିଲେ ଏବଂ ସେମାନଙ୍କ ପକ୍ଷରେ ପବନ ଥିଲା। ସେମାନେ ସେ ମାପିବାର ଟୋକେଇକୁ ଉଠାଇଲେ ପୃଥିବୀ ଓ ସ୍ୱର୍ଗ ମଧ୍ୟରେ ବୋହି ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ପାତ୍ରକୁ ଉଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୁଁ ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ପାତ୍ରକୁ ଉଠାଇଲେ।