Zechariah 6:1 — Compare Translations
5 translations compared side by side
Odia - 1840
"ତା'ପ ରେ ମୁଁ ପୁନର୍ବାର ଅନାଇଲି ଓ ଦେଖିଲି, ଦୁଇଟି ତମ୍ବା ପର୍ବତ ମଧ୍ଯରୁ ଗ୍ଭରି ଗୋଟି ରଥ ନିର୍ଗତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୁଁ ପୁନର୍ବାର ଚକ୍ଷୁ ଟେକି ଅନାଇଲି, ଆଉ ଦେଖ, ଦୁଇ ପର୍ବତ ମଧ୍ୟରୁ ଚାରିଗୋଟି ରଥ ନିର୍ଗତ ହେଲା; ସେହି ପର୍ବତ ପିତ୍ତଳମୟ ପର୍ବତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ଭରିରଥ ତା’ପରେ ମୁଁ ପୁନର୍ବାର ଅନାଇଲି ଓ ଦେଖିଲି, ଦୁଇଟି ତମ୍ବା ପର୍ବତ ମଧ୍ୟରୁ ଗ୍ଭରି ଗୋଟି ରଥ ନିର୍ଗତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୁଁ ପୁନର୍ବାର ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ପର୍ବତ ମଧ୍ୟରୁ ଚାରିଗୋଟି ରଥ ନିର୍ଗତ ହେଲା ସେହି ପର୍ବତ ପିତ୍ତଳମୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୁଁ ପୁନର୍ବାର ମୁଁ ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ପର୍ବତ ମଧ୍ୟରୁ ଚାରିଗୋଟି ରଥ ନିର୍ଗତ ହେଲା ସେହି ପର୍ବତ ପିତ୍ତଳମୟ ଥିଲା।