Zechariah 6:10 — Compare Translations

5 translations compared side by side

Odia - 1840
"ହିଲ୍ଦଯ, ଟୋବିୟ ଓ ୟିଦାଯ ବାବିଲରୁ ଆସିଥିବା ସହେି ନିର୍ବାସିତଙ୍କ ମଧ୍ଯରୁ ଅଟନ୍ତି। ସୁନା ଓ ରୂପା ସମାନଙ୍କେଠାରୁ ନିଅ ଏବଂ ସିଫନିଯର ପୁତ୍ର ଯୋଶିୟଯର ଗୃହକୁ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିର୍ବାସିତ ଲୋକମାନଙ୍କରୁ, ଅର୍ଥାତ୍, ହିଲ୍ଦୟ, ଟୋବୀୟ ଓ ଯିଦାୟଠାରୁ ଗ୍ରହଣ କର; ଆଉ, ସେମାନେ ଯେଉଁ ସିଫନୀୟର ପୁତ୍ର ଯୋଶୀୟର ଗୃହକୁ ବାବିଲଠାରୁ ଆସିଅଛନ୍ତି, ତୁମ୍ଭେ ଏହି ଦିନ ଆସି ସେଠାକୁ ଯାଅ;
Odia Bible ERV 2004 (ପବିତ୍ର ବାଇବଲ)
“ହି‌‌ଲ୍‌‌ଦୟ, ଟୋବିୟ ଓ ଯିଦାୟ ବାବିଲରୁ ଆସିଥିବା ସେହି ନିର୍ବାସିତଙ୍କ ମଧ୍ୟରୁ ଅଟନ୍ତି। ସୁନା ଓ ରୂପା ସେମାନଙ୍କଠାରୁ ନିଅ ଏବଂ ସିଫନିୟର ପୁତ୍ର ଯୋଶିୟର ଗୃହକୁ ଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ନିର୍ବାସିତ ଲୋକମାନଙ୍କଠାରୁ, ଅର୍ଥାତ୍‍, ହିଲ୍‍ଦୟ, ଟୋବୀୟ ଓ ଯିଦୟୀୟଠାରୁ ଦାନ ଗ୍ରହଣ କର; ଆଉ, ସେମାନେ ଯେଉଁ ସଫନୀୟର ପୁତ୍ର ଯୋଶୀୟର ଗୃହକୁ ବାବିଲଠାରୁ ଆସିଅଛନ୍ତି, ତୁମ୍ଭେ ସେହି ଗୃହକୁ ଯାଅ।
Odia IRV 2017 (ଓଡିଆ ବାଇବେଲ)
ନିର୍ବାସିତ ଲୋକମାନଙ୍କଠାରୁ, ଅର୍ଥାତ୍‍, ହିଲ୍‍ଦୟ, ଟୋବୀୟ ଓ ଯିଦୟୀୟଠାରୁ ଦାନ ଗ୍ରହଣ କର; ଆଉ, ସେମାନେ ଯେଉଁ ସଫନୀୟର ପୁତ୍ର ଯୋଶୀୟର ଗୃହକୁ ବାବିଲଠାରୁ ଆସିଅଛନ୍ତି, ତୁମ୍ଭେ ସେହି ଗୃହକୁ ଯାଅ।