Zechariah 6:11 — Compare Translations

5 translations compared side by side

Odia - 1840
"ସହେି ରେ ୗପ୍ୟ ଓ ସୁବର୍ଣ୍ଣ ରେ ମୁକୁଟ ନିର୍ମାଣ କର ଓ ସହେି ମୁକୁଟକୁ ମହାୟାଜକ ୟିହୋଷାଦଙ୍କ ପୁତ୍ର ଯିହାଶୂେୟ ମସ୍ତକରେ ରଖ। ଯିହାଶୂେୟ ଜଣେ ମହାୟାଜକ ଓ ସେ ୟିହୋଷାଦକଙ୍କ ପୁତ୍ର ଥିଲେ। ତା'ପ ରେ ଏହିସବୁ ତାଙ୍କୁ କୁହ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ରୌପ୍ୟ ଓ ସୁବର୍ଣ୍ଣରେ ମୁକୁଟ ନିର୍ମାଣ କର ଓ ସେହି ମୁକୁଟକୁ ମହାଯାଜକ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମସ୍ତକରେ ରଖ। ଯିହୋଶୂୟ ଜଣେ ମହାଯାଜକ ଓ ସେ ଯିହୋଷାଦକଙ୍କ ପୁତ୍ର ଥିଲେ। ତା’ପରେ ଏହିସବୁ ତାଙ୍କୁ କୁହ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ।
Odia IRV 2017 (ଓଡିଆ ବାଇବେଲ)
ହଁ, ସେମାନଙ୍କଠାରୁ ରୂପା ଓ ସୁନା ଗ୍ରହଣ କର ଓ ମୁକୁଟମାନ ନିର୍ମାଣ କରି ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ମସ୍ତକରେ ଦିଅ।”