Zechariah 6:12 — Compare Translations
5 translations compared side by side
Odia - 1840
"ତା'ପ ରେ ତାଙ୍କୁ କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, 'ଜଣେ ବ୍ଯକ୍ତି ଅଛନ୍ତି, ତାଙ୍କ ନାମ ଶାଖା, ସେ ତାଙ୍କ ସ୍ଥାନରୁ ଅଙ୍କୁରିତ ହବେେ ଏବଂ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ; ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେଣ;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତାଙ୍କୁ କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ‘ଜଣେ ବ୍ୟକ୍ତି ଅଛନ୍ତି, ତାଙ୍କ ନାମ ଶାଖା, ସେ ତାଙ୍କ ସ୍ଥାନରୁ ଅଙ୍କୁରିତ ହେବେ ଏବଂ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାଙ୍କୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!”