Zechariah 6:13 — Compare Translations

5 translations compared side by side

Odia - 1840
"ସେ ନିଶ୍ଚିତ ଭାବରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବେ ଓ ମହିମା ପ୍ରାପ୍ତ ହବେେ। ସେ ମଧ୍ଯ ଆପଣା ସିଂହାସନ ରେ ବସିବେ ଓ ରାଜତ୍ବ କରିବେ। ଆଉ ମଧ୍ଯ ଜଣେ ଯାଜକ ତାଙ୍କ ସିଂହାସନ ରେ ବସି ଯାଜକ ହବେେ। ସହେି ଦୁଇଜଣ ମଧିଅରେ ଶାନ୍ତିର ନତେୃତ୍ବ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ଵ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ମନ୍ତ୍ରଣା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ନିଶ୍ଚିତ ଭାବରେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବେ ଓ ମହିମା ପ୍ରାପ୍ତ ହେବେ। ସେ ମଧ୍ୟ ଆପଣା ସିଂହାସନରେ ବସିବେ ଓ ରାଜତ୍ୱ କରିବେ। ଆଉ ମଧ୍ୟ ଜଣେ ଯାଜକ ତାଙ୍କ ସିଂହାସନରେ ବସି ଯାଜକ ହେବେ। ସେହି ଦୁଇଜଣ ମଧ୍ୟରେ ଶାନ୍ତିର ନେତୃତ୍ୱ ହେବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ୱ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ବୁଝାବଣା ହେବ।’
Odia IRV 2017 (ଓଡିଆ ବାଇବେଲ)
ହଁ, ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ ଓ ସେ ମହିମାପ୍ରାପ୍ତ ହେବେ, ଆଉ ଆପଣା ସିଂହାସନରେ ବସି ରାଜତ୍ୱ କରିବେ ଓ ସେ ଆପଣା ସିଂହାସନରେ ବସି ଯାଜକ ହେବେ; ଆଉ, ସେ ଉଭୟ ମଧ୍ୟରେ ଶାନ୍ତିର ବୁଝାବଣା ହେବ।