Zechariah 6:14 — Compare Translations
5 translations compared side by side
Odia - 1840
" ସହେି ମୁକୁଟଗୁଡିକ ସଦାପ୍ରଭୁଙ୍କର ମନ୍ଦିର ରେ ସ୍ମାରକପତ୍ର ସ୍ବରୂପ ହିଲ୍ଦଯ, ଟୋବିୟ ୟିଦାଯ ଏବଂ ସିଫନିଯରଙ୍କ ପୁତ୍ର ଯୋଶିୟଯଙ୍କ ସ୍ମରଣାର୍ଥେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁଙ୍କ ମନ୍ଦିରରେ ସ୍ମରଣାର୍ଥେ ଏହି ମୁକୁଟମାନ ହେଲେମର ଓ ଟୋବୀୟର ଓ ଯିଦାୟର, ଆଉ ସିଫନୀୟର ପୁତ୍ର ହେନର ନିମନ୍ତେ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମୁକୁଟଗୁଡ଼ିକ ସଦାପ୍ରଭୁଙ୍କର ମନ୍ଦିରରେ ସ୍ମାରକପତ୍ର ସ୍ୱରୂପ ହିଲ୍ଦୟ, ଟୋବିୟ, ଯିଦାୟ ଏବଂ ସିଫନିୟରଙ୍କ ପୁତ୍ର ଯୋଶିୟଙ୍କ ସ୍ମରଣାର୍ଥେ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁଙ୍କ ମନ୍ଦିରରେ ଏହି ମୁକୁଟମାନ ହେଲେମର ଓ ଟୋବୀୟର ଓ ଯିଦୟୀୟର, ଆଉ ସଫନୀୟର ପୁତ୍ର ହେନର ସ୍ମରଣାର୍ଥେ ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁଙ୍କ ମନ୍ଦିରରେ ଏହି ମୁକୁଟମାନ ହେଲେମର ଓ ଟୋବୀୟର ଓ ଯିଦୟୀୟର, ଆଉ ସଫନୀୟର ପୁତ୍ର ହେନର ସ୍ମରଣାର୍ଥେ ରହିବ।