Zechariah 6:15 — Compare Translations

5 translations compared side by side

Odia - 1840
"ଯେଉଁମାନେ ଦୂର ରେ ଅଛନ୍ତି ଆସିବେ ଏବଂ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ। ତା'ପ ରେ ତୁମ୍ଭମାନେେ ଜାଣିବ ଯେ ସଦାପ୍ରଭୁ ମାେତେ ତୁମ୍ଭମାନଙ୍କ ନିକଟକୁ ପ୍ ରରଣେ କରିଛନ୍ତି। ଏହିସବୁ ଘଟିବ ଯଦି ତୁମ୍ଭେ ମନ ଯୋଗ ସହକା ରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କର ଆଜ୍ଞା ପାଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁମାନେ ଦୂରରେ ଅଛନ୍ତି, ସେମାନେ ଆସି ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ । ପୁଣି, ତୁମ୍ଭେମାନେ ଯେବେ ଯନିପୂର୍ବକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟରେ ମନୋଯୋଗ କରିବ, ତେବେ ଏହା ଘଟିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଦୂରରେ ଅଛନ୍ତି ଆସିବେ ଏବଂ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ। ତା’ପରେ ତୁମ୍ଭେମାନେ ଜାଣିବ ଯେ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଛନ୍ତି। ଏହିସବୁ ଘଟିବ, ଯଦି ତୁମ୍ଭେ ମନୋଯୋଗ ସହକାରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଆଜ୍ଞା ପାଳନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁମାନେ ଦୂରରେ ଅଛନ୍ତି, ସେମାନେ ଆସି ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ ପୁଣି, ତୁମ୍ଭେମାନେ ଯଦି ଯତ୍ନପୂର୍ବକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରିବ, ତେବେ ଏହା ଘଟିବ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁମାନେ ଦୂରରେ ଅଛନ୍ତି, ସେମାନେ ଆସି ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ତୁମ୍ଭମାନଙ୍କ ନିକଟକୁ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ ପୁଣି, ତୁମ୍ଭେମାନେ ଯଦି ଯତ୍ନପୂର୍ବକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରିବ, ତେବେ ଏହା ଘଟିବ।