Zechariah 6:2 — Compare Translations
5 translations compared side by side
Odia - 1840
"ରକ୍ତବର୍ଣ୍ଣର ଅଶ୍ବଗୁଡିକ ପ୍ରଥମ ରଥକୁ ଟାଣୁଥିଲା ବେଳେ କଳାରଙ୍ଗର ଅଶ୍ବଗଣ ଦ୍ବିତୀୟ ରଥକୁ ଟାଣୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମ ରଥରେ ରକ୍ତବର୍ଣ୍ଣ ଅଶ୍ଵଗଣ ଓ ଦ୍ଵିତୀୟ ରଥରେ କୃଷ୍ଣବର୍ଣ୍ଣ ଅଶ୍ଵଗଣ ।
Odia Bible ERV 2004 (ପବିତ୍ର ବାଇବଲ)
ରକ୍ତବର୍ଣ୍ଣର ଅଶ୍ୱଗୁଡ଼ିକ ପ୍ରଥମ ରଥକୁ ଟାଣୁଥିଲା ବେଳେ କଳାରଙ୍ଗର ଅଶ୍ୱଗଣ ଦ୍ୱିତୀୟ ରଥକୁ ଟାଣୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମ ରଥରେ ରକ୍ତବର୍ଣ୍ଣ ଅଶ୍ୱଗଣ ଓ ଦ୍ୱିତୀୟ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ।
Odia IRV 2017 (ଓଡିଆ ବାଇବେଲ)
ପ୍ରଥମ ରଥରେ ରକ୍ତବର୍ଣ୍ଣ ଅଶ୍ୱଗଣ ଓ ଦ୍ୱିତୀୟ ରଥରେ କୃଷ୍ଣବର୍ଣ୍ଣ ଅଶ୍ୱଗଣ।