Zechariah 6:3 — Compare Translations
5 translations compared side by side
Odia - 1840
"ଧଳା ଅଶ୍ବଗୁଡିକ ତୃତୀୟ ରଥକୁ ଓ ଚିତ୍ରବିଚିତ୍ର ଅଶ୍ବଗୁଡିକ ଚତୁର୍ଥ ରଥକୁ ଟାଣୁଥିଲେ। ସଗେୁଡିକ ଶକ୍ତିଶାଳୀ ଅଶ୍ବ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୃତୀୟ ରଥରେ ଶ୍ଵେତବର୍ଣ୍ଣ ଅଶ୍ଵଗଣ, ପୁଣି ଚତୁର୍ଥ ରଥରେ ବିନ୍ଦୁଚିତ୍ରିତ ପାଣ୍ତୁରବର୍ଣ୍ଣ ଅଶ୍ଵଗଣ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଧଳା ଅଶ୍ୱଗୁଡ଼ିକ ତୃତୀୟ ରଥକୁ ଓ ଚିତ୍ରବିଚିତ୍ର ଅଶ୍ୱଗୁଡ଼ିକ ଚତୁର୍ଥ ରଥକୁ ଟାଣୁଥିଲେ। ସେଗୁଡ଼ିକ ଶକ୍ତିଶାଳୀ ଅଶ୍ୱ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୃତୀୟ ରଥରେ ଶ୍ୱେତବର୍ଣ୍ଣ ଅଶ୍ୱଗଣ, ପୁଣି ଚତୁର୍ଥ ରଥରେ ବିନ୍ଦୁଚିତ୍ରିତ ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୃତୀୟ ରଥରେ ଶ୍ୱେତବର୍ଣ୍ଣ ଅଶ୍ୱଗଣ, ପୁଣି ଚତୁର୍ଥ ରଥରେ ବିନ୍ଦୁଚିତ୍ରିତ ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ଥିଲେ।