Zechariah 6:5 — Compare Translations
5 translations compared side by side
Odia - 1840
"ସହେି ସ୍ବର୍ଗଦୂତ ଉତ୍ତର ଦେଲେ, ଏଗୁଡିକ ସ୍ବର୍ଗର ଗ୍ଭରି ବାଯୁ। ସମାନେେ ସଦାପ୍ରଭୁଙ୍କର ନିକଟରୁ ବାହାରି ସମଗ୍ର ପୃଥିବୀକୁ ୟାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଦୂତ ମୋତେ ଉତ୍ତର କରି କହିଲେ, ଏମାନେ ସ୍ଵର୍ଗର ଚାରି ବାୟୁ, ଏମାନେ ସମୁଦାୟ ପୃଥିବୀର ପ୍ରଭୁଙ୍କ ଛାମୁରେ ଉଭା ଥାଇ ସେଠାରୁ ନିର୍ଗତ ହେଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ୱର୍ଗଦୂତ ଉତ୍ତର ଦେଲେ, “ଏଗୁଡ଼ିକ ସ୍ୱର୍ଗର ଗ୍ଭରି ବାୟୁ। ସେମାନେ ସଦାପ୍ରଭୁଙ୍କର ନିକଟରୁ ବାହାରି ସମଗ୍ର ପୃଥିବୀକୁ ଯାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଦୂତ ମୋତେ ଉତ୍ତର କରି କହିଲେ, “ଏମାନେ ସ୍ୱର୍ଗର ଚାରି ବାୟୁ, ଏମାନେ ସମୁଦାୟ ପୃଥିବୀର ପ୍ରଭୁଙ୍କ ଛାମୁରେ ଉଭା ଥାଇ ସେଠାରୁ ନିର୍ଗତ ହେଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଦୂତ ମୋତେ ଉତ୍ତର କରି କହିଲେ, “ଏମାନେ ସ୍ୱର୍ଗର ଚାରି ବାୟୁ, ଏମାନେ ସମୁଦାୟ ପୃଥିବୀର ପ୍ରଭୁଙ୍କ ଛାମୁରେ ଉଭା ଥାଇ ସେଠାରୁ ନିର୍ଗତ ହେଉଅଛନ୍ତି।