Zechariah 6:7 — Compare Translations
5 translations compared side by side
Odia - 1840
"ସହେି ଶକ୍ତିଶାଳୀ ଅଶ୍ବଗୁଡିକ ପୃଥିବୀର ଏଣତେଣେେ ବିଚରଣ କରିବାକୁ ଆଗ୍ରହ ପ୍ରକାଶ କଲେ। ତେଣୁ ସହେି ସ୍ବର୍ଗଦୂତ ସମାନଙ୍କେୁ କହିଲେ, ୟାଅ ପୃଥିବୀର ଗ୍ଭରିଆଡେ ବିଚରଣ କର। ତେଣୁ ସମାନେେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପାଣ୍ତୁରବର୍ଣ୍ଣ ଅଶ୍ଵଗଣ ବାହାର ହେଲେ ଓ ପୃଥିବୀର ଏଣେତେଣେ ଗମନାଗମନ କରିବା ପାଇଁ ଅନୁମତି ଚାହିଁଲେ; ତହିଁରେ ସେ କହିଲେ, ତୁମ୍ଭେମାନେ ଏଠାରୁ ଯାଅ, ପୃଥିବୀର ଏଣେତେଣେ ଗମନାଗମନ କର; ତହୁଁ ସେମାନେ ପୃଥିବୀର ଏଣେତେଣେ ଗମନାଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଶକ୍ତିଶାଳୀ ଅଶ୍ୱଗୁଡ଼ିକ ପୃଥିବୀର ଏଣେତେଣେ ବିଚରଣ କରିବାକୁ ଆଗ୍ରହ ପ୍ରକାଶ କଲେ। ତେଣୁ ସେହି ସ୍ୱର୍ଗଦୂତ ସେମାନଙ୍କୁ କହିଲେ, “ଯାଅ ପୃଥିବୀର ଗ୍ଭରିଆଡ଼େ ବିଚରଣ କର।” ତେଣୁ ସେମାନେ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ବାହାରିଲେ ଓ ପୃଥିବୀର ଏଣେତେଣେ ଗମନାଗମନ କରିବା ପାଇଁ ଅନୁମତି ଚାହିଁଲେ;” ତହିଁରେ ସେ କହିଲେ, “ତୁମ୍ଭେମାନେ ଏଠାରୁ ଯାଅ, ପୃଥିବୀର ଏଣେତେଣେ ଗମନାଗମନ କର,” ତହୁଁ ସେମାନେ ପୃଥିବୀର ଏଣେତେଣେ ଗମନାଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପାଣ୍ଡୁରବର୍ଣ୍ଣ ଅଶ୍ୱଗଣ ବାହାରିଲେ ଓ ପୃଥିବୀର ଏଣେତେଣେ ଗମନାଗମନ କରିବା ପାଇଁ ଅନୁମତି ଚାହିଁଲେ; ତହିଁରେ ସେ କହିଲେ, “ତୁମ୍ଭେମାନେ ଏଠାରୁ ଯାଅ, ପୃଥିବୀର ଏଣେତେଣେ ଗମନାଗମନ କର,” ତହୁଁ ସେମାନେ ପୃଥିବୀର ଏଣେତେଣେ ଗମନାଗମନ କଲେ।