Zechariah 6:8 — Compare Translations

5 translations compared side by side

Odia - 1840
"ତା'ପ ରେ ସଦାପ୍ରଭୁ ପାଟିକରି ମାେତେ କହିଲେ, ଦେଖ, ସହେି ଅଶ୍ବଗୁଡିକ ଯେଉଁମାନେ ଉତ୍ତର ଦେଶଆଡକୁ ୟାଇଛନ୍ତି ଆମ୍ଭ ଆତ୍ମାକୁ ସମାନେେ ଉତ୍ତର ଦେଶ ରେ ସୁସ୍ଥିର କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ମୋତେ ଡାକି କହିଲେ, ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାକୁ ସୁସ୍ଥିର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ପାଟିକରି ମୋତେ କହିଲେ, “ଦେଖ, ସେହି ଅଶ୍ୱଗୁଡ଼ିକ ଯେଉଁମାନେ ଉତ୍ତର ଦେଶଆଡ଼କୁ ଯାଇଛନ୍ତି ଆମ୍ଭ ଆତ୍ମାକୁ ସେମାନେ ଉତ୍ତର ଦେଶରେ ସୁସ୍ଥିର କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ମୋତେ ଡାକି କହିଲେ, “ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାଙ୍କ ଇଚ୍ଛାନୁସାରେ କାର୍ଯ୍ୟ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେ ମୋତେ ଡାକି କହିଲେ, “ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାଙ୍କ ଇଚ୍ଛାନୁସାରେ କାର୍ଯ୍ୟ କରିଅଛନ୍ତି।”