Zechariah 7:1 — Compare Translations
5 translations compared side by side
Odia - 1840
"ରାଜା ଦାରିଯାବସଙ୍କ ରାଜତ୍ବର ଚତୁର୍ଥ ବର୍ଷ ରେ ସଦାପ୍ରଭୁ ଏହି ବାର୍ତ୍ତା ୟିଖରିଯଙ୍କୁ ପଠାଇଲେ। ଏହା ତାଙ୍କ ରାଜତ୍ବର ଚତୁର୍ଥ ବର୍ଷର କିଷ୍ଲବେ ନାମକ ନବମ ମାସର ଚତୁର୍ଥ ଦିବସ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦାରୀୟାବସ୍ ରାଜାର ଅଧିକାରର ଚତୁର୍ଥ ବର୍ଷରେ,କିଷ୍ଲେବ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଦୟା ଓ କରୁଣା ଗ୍ଭହାନ୍ତି ରାଜା ଦାରିୟାବସଙ୍କ ରାଜତ୍ୱର ଚତୁର୍ଥ ବର୍ଷରେ ସଦାପ୍ରଭୁ ଏହି ବାର୍ତ୍ତା ଯିଖରିୟଙ୍କୁ ପଠାଇଲେ। ଏହା ତାଙ୍କ ରାଜତ୍ୱର ଚତୁର୍ଥ ବର୍ଷର କିଷ୍ଲେବ ନାମକ ନବମ ମାସର ଚତୁର୍ଥ ଦିବସ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାରୀୟାବସ ରାଜାର ରାଜତ୍ଵର ଚତୁର୍ଥ ବର୍ଷରେ, କିଶ୍ଲେବ୍ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାରୀୟାବସ ରାଜାର ରାଜତ୍ୱର ଚତୁର୍ଥ ବର୍ଷରେ,କିଷ୍ଲେବ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।