Zechariah 7:10 — Compare Translations

5 translations compared side by side

Odia - 1840
"ବିଧବା, ଅନାଥ, ବିଦେଶୀ ଓ ଦରିଦ୍ରମାନଙ୍କୁ ପ୍ରତାରିତ କରନାହିଁ। ତୁମ୍ଭ ଭାଇ ବିରୁଦ୍ଧ ରେ ନିଜ ହୃଦଯ ରେ ଷଡୟନ୍ତ୍ର କରନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ବିଧବା, ଅନାଥ, ବିଦେଶୀ ଓ ଦରିଦ୍ରମାନଙ୍କୁ ପ୍ରତାରିତ କର ନାହିଁ। ତୁମ୍ଭ ଭାଇ ବିରୁଦ୍ଧରେ ନିଜ ହୃଦୟରେ ଷଡ଼ଯନ୍ତ୍ର କର ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।”