Zechariah 7:11 — Compare Translations

5 translations compared side by side

Odia - 1840
"କିନ୍ତୁ ସହେି ଲୋକମାନେ ଆମ୍ଭ କଥା ଶୁଣିବାକୁ ମନା କଲେ। ସମାନେେ ଜିଦ୍ଖୋର ହାଇେ ତାଙ୍କ ମୁହଁ ଫରୋଇଲେ ଏବଂ ତାଙ୍କ କାନ ଘୋଡାଇ ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ସ୍କନ୍ଧ ଘୁଞ୍ଚାଇ ନେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ଲୋକମାନେ ଆମ୍ଭ କଥା ଶୁଣିବାକୁ ମନା କଲେ। ସେମାନେ ଜି‌ଦ୍‌ଖୋର ହୋଇ ତାଙ୍କ ମୁହଁ ଫେରାଇଲେ ଏବଂ ତାଙ୍କ କାନ ଘୋଡ଼ାଇ ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।